ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ରଞ୍ଜିତ୍ ଗିରଫ

ଭୁବନେଶ୍ୱର: କ୍ରାଇମବ୍ରାଞ୍ଚ ପକ୍ଷରୁ ବାଲିଅନ୍ତା ସୌମ୍ୟରଞ୍ଜନ ସ୍ୱାଇଁ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ଘଟଣାର ମୁଖ୍ୟ ଅଭିଯୁକ୍ତକୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସେ ହେଲା କଟକ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗଙ୍ଗେଶ୍ଵରଗଡର […]

ଓଡ଼ିଶାର ସମସ୍ତ OSRTC ଗାଡିକୁ କରାଯିବ ଇଲେକ୍ଟ୍ରିକ୍‌: ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ପରିବେଶ ସୁରକ୍ଷା ଓ ଇନ୍ଧନ ସଞ୍ଚୟକୁ ଦୃଷ୍ଟିରେ ରଖି ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଖୁବ୍‌ ଶୀଘ୍ର ଓଡ଼ିଶା ଷ୍ଟେଟ୍‌ ରୋଡ୍‌ ଟ୍ରାନ୍ସପୋର୍ଟ କର୍ପୋରେସନ୍‌ (OSRTC)ର ସମସ୍ତ ବସ୍‌କୁ ଇଲେକ୍ଟ୍ରିକ୍‌ […]

ଅଧା ହେଲା ପିଏମ ଆଉ ମୁଖ୍ୟମନ୍ତ୍ରୀଙ୍କ କାରକେଡ ଗାଡି ସଂଖ୍ୟା

ନୂଆଦିଲ୍ଲୀ : ପେଟ୍ରୋଲ ଏବଂ ଡିଜେଲ ବ୍ୟବହାର ହ୍ରାସ କରିବା ଏବଂ ସାର୍ବଜନୀନ ପରିବହନରେ ଯାତ୍ରା କରିବା ପାଇଁ ଦେଶବାସୀଙ୍କୁ ଆହ୍ୱାନ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସୁରକ୍ଷା […]

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ଵର: କଣ୍ଟାବାଞ୍ଜି ପୁର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ ଘଟିଛି। ମୃତ୍ୟୁ ସମୟରେ ତାଙ୍କୁ ୭୮ବୟସ ହୋଇଥିଲା। କଣ୍ଟାବାଞ୍ଜି ସ୍ଥିତ ନିଜ ବାସ ଭବନ ଠାରେ ତାଙ୍କର ମୃତ୍ୟ ହୋଇଛି । ଅନେକ ଦିନ ହେଲା ସେ […]

୧୮ରେ ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମଥର ପାଇଁ ଚଳିତମାସ ୧୮ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ନୀତିନ ନବୀନ। ସେ ଜଟଣୀଠାରେ ଦଳୀୟ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବା […]

ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ୪ଜଣଙ୍କୁ ଗିରଫ କଲା ପୋଲିସ

ନୟାଗଡ: ଓଡଗାଁର ଅଜିତ ସାହୁଙ୍କୁ ହତ୍ୟା ଘଟଣାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି । ଏହାସହିତ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଏବଂ ଗୋଟିଏ କାର୍ ଜବତ ହୋଇଛି । ପ୍ରେସମିଟ୍ କରି ଏହି ସୁଚନା […]

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱଶର୍ମା

ନୂଆଦିଲ୍ଲୀ: ଆଜି ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ହିମନ୍ତ ବିଶ୍ୱଶର୍ମା। ଗୌହାଟୀର ଖାନାପଡ଼ା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏକ ଭବ୍ୟ ସମାରୋହରେ ରାଜ୍ୟପାଳ ତାଙ୍କୁ ପଦ […]

ବରଗଡ଼ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ:୧୫ରୁ ବାଲେଶ୍ବର, କଟକ, ପୁରୀ ଓ ସମ୍ବଲପୁରରେ ଧାନକିଣା

ଭୁବନେଶ୍ୱର: ରାଜ୍ୟରେ ରବି ଋତୁରେ ଧାନକିଣା ପ୍ରକ୍ରିୟା ଆରମ୍ଭ ହୋଇଛି । ସୋମବାର ବରଗଡ଼ ଜିଲ୍ଲାରେ ଧାନକିଣା ଆରମ୍ଭ ହୋଇଛି । ବରଗଡ଼ରେ ସରକାରୀ ସ୍ତରରେ ଧାନ ବିକ୍ରୟ ପାଇଁ ପ୍ରାୟ ଏକ ଲକ୍ଷ […]

ରାଜଧାନୀ ରାଜରାସ୍ତାରେ କଂଗ୍ରେସ କର୍ମୀ ଏବଂ ପୋଲିସ ମୁହାଁମୁହିଁ

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟା ମାମଲାରେ, ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ କଂଗ୍ରେସ ଆଣିଛି ଅଭିଯୋଗ । ଏନେଇ କମିଶନରେଟ୍ ପୋଲିସର କାର୍ଯ୍ୟାଳୟ ଘେରାଉ କରିଛି କଂଗ୍ରେସ । ଏପିରିକି ଆନ୍ଦୋଳନ ସମୟରେ […]

ରାଜଧାନୀରେ ‘ନାଇଟ୍ ଅପରେସନ’ ଆରମ୍ଭ

ଭୁବନେଶ୍ୱର: ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା ଘଟଣା ପରେ ସଜାଗ ହୋଇଛି କମିଶନରେଟ୍ ପୁଲିସ୍‌। ଡିଜିପିଙ୍କ ସହ ଆଲୋଚନା ପରେ ନାଇଟ୍ ପାଟ୍ରୋଲିଂ ଏବଂ ବ୍ଲକିଂ , ଚେକିଂ କୁ ଜୋରଦାର କରାଯାଇଛି । […]