ଭୁବନେଶ୍ବର: ଆଜି ପବିତ୍ର ଅଶୋକାଷ୍ଟମୀ। ଏହି ଅବସରରେ ଏକାମ୍ର କ୍ଷେତ୍ରର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ବିଶ୍ୱପ୍ରସିଦ୍ଧ ‘ଅଣଲେଉଟା’ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେଉଛି। ମହାପ୍ରଭୁଙ୍କୁ ସ୍ୱାଗତ କରିବା ପାଇଁ ରଥ ଓ […]
Category: ରାଜ୍ୟ
ରୁକୁଣା ରଥଯାତ୍ରା ପାଇଁ ବିଧାନସଭା ମୁଲତବୀ
ଭୁବନେଶ୍ୱର:ରୁକୁଣା ରଥଯାତ୍ରା ପାଇଁ ବିଧାନସଭା ମୁଲତବୀ । ସୋମବାର ଯାଏଁ ବିଧାନସଭାକୁ ମୁଲତବୀ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ ।ଆଜି ବିରୋଧୀଙ୍କ ବିରୋଧ ପ୍ରଦର୍ଶନ ଲାଗି ପ୍ରଥମେ ବିଧାନସଭାକୁ ସାଢେ ୧୧ […]
ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ
ଭୁବନେଶ୍ୱର: ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଲୋକସେବା ଭବନ ଠାରେ ଆଭାସୀ ମାଧ୍ୟମରେ […]
ବିଜେଡିକୁ ଫେରିଲେ ରଘୁନାଥ ଓ ଜୀବନ ପ୍ରଦୀପ
ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଦୀର୍ଘ ବର୍ଷ ପରେ ପୁଣି ନିଜ ପୁରୁଣା ଦଳ ବିଜୁ […]
କଳା ରଙ୍ଗର ଟି-ସାର୍ଟ ପିନ୍ଧି ବିଧାନସଭା ରେ ବିରୋଧୀ ଦଳ ର ନାରାବାଜୀ
ଭୁବନେଶ୍ୱର: ଆଜି ମଧ୍ୟ ଏସସିବି ଘଟଣାକୁ ନେଇ ଗୃହରେ ଅଚଳାବସ୍ଥା ଜାରି ରହିଛି lବିଜେଡ଼ି ବିଧାୟକମାନେ ଆଜି ଏକ ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି । କଳା ରଙ୍ଗର ଟି-ସାର୍ଟ ପିନ୍ଧି ଗୃହରେ ହଙ୍ଗମା […]
ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ଆରମ୍ଭ
ପୁରୀ :ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିଛନ୍ତି ଟିମ୍ । ଏହି ସ୍ବତନ୍ତ୍ର ପ୍ରତିନିଧି ଦଳରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍ପି, ଦେଉଳକରଣ, ତଢଉକରଣ, ଭଣ୍ଡାର ମେକାପ ସାମିଲ ଅଛନ୍ତି […]
ପ୍ରଭାତଙ୍କ ବିଶ୍ୱାଳ ଙ୍କ ବାସଭବନରେ ଏକାଠି ହେଲେ ଅସନ୍ତୁଷ୍ଟ କର୍ପୋରେଟର
କଟକ:କଟକରେ ବିଜେଡିରେ ଏକପ୍ରକାର ଅସ୍ଥିରତା ସୃଷ୍ଟି ହୋଇଛି। ସୌଭିକଙ୍କ ନିଲମ୍ବନକୁ ଜୋରଦାର ବିରୋଧ କରିଛନ୍ତି କଟକ ବିଜେଡିର କର୍ମୀ। ଏହା ମଧ୍ୟରେ ପ୍ରଭାତ ବିଶ୍ୱାଳଙ୍କ ଘରେ ମେଳି କରିଛନ୍ତି ବିଜେଡି କର୍ପୋରେଟର। ମଙ୍ଗଳବାର ଦିନ […]
ଶିଶୁ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
ଭୁବନେଶ୍ୱର :କ୍ୟାପିଟାଲ ହସ୍ପିଟାଲରେ ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଚାନ୍ଦପୁର ଏକ ଏକ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ […]
ଶ୍ରୀମନ୍ଦିର ଚୌହଦୀ ମାଟି ତଳେ ଗଙ୍ଗ ବଂଶର ଗାରିମା
ପୁରୀ :ଶ୍ରୀକ୍ଷେତ୍ରର ମାଟି ତଳେ ଭର୍ତ୍ତି ହୋଇ ରହିଛି ଗଙ୍ଗବଂଶର କୀର୍ତ୍ତିରାଜି । ଜିପିଆର ସର୍ଭେ ରିପୋର୍ଟରେ ଏହି ଚାଞ୍ଚଲ୍ୟକର ତଥ୍ୟ ମିଳିଛି । ଶ୍ରୀମନ୍ଦିରଠାରୁ ସମୁଦ୍ର ପର୍ଯ୍ୟନ୍ତ ରହିଛି ସୁଡ଼ଙ୍ଗ । ୨୧.୬ବର୍ଗମିଟର […]
ଗ୍ରୀଷ୍ମ ପ୍ରବାହ ପାଇଁ ଶ୍ରମ ବିଭାଗର ନୂଆ ଗାଇଡଲାଇନ
ଭୁବନେଶ୍ୱର: ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ସମ୍ଭାବ୍ୟ ଅଂଶୁଘାତର ମୁକାବିଲା ପାଇଁ ଶ୍ରମିକମାନଙ୍କ ନିମନ୍ତେ ନୂଆ ଗାଇଡ୍ଲାଇନ୍ ଜାରି ହୋଇଛି । ଏପ୍ରିଲ ୧ରୁ ଜୁନ୍ ୧୫ ମଧ୍ୟରେ ଦିନ ୧୧ରୁ ଅପରାହ୍ନ ୩ଟା […]
