ରାଜ୍ୟରେ ଗ୍ୟାସ୍ ସଙ୍କଟ ନାହିଁ:ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର:ଓଡ଼ିଶାରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ଅଛି। ଲୋକଙ୍କୁ ବିଚଳିତ ନହେବାକୁ ପରାମର୍ଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ। ଗ୍ୟାସ ସଙ୍କଟକୁ ନେଇ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବାକୁ ଯାଉଛି । ତା’ପୂର୍ବରୁ ଖାଦ୍ୟ ଯୋଗାଣ […]

ସାଢେ ୧୨ ପର୍ଯ୍ୟନ୍ତ ଗୃହ ମୁଲତବୀ, ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ଵର: ଆଜି ମଧ୍ୟ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ସଦସ୍ୟମାନେ ନାରାବାଜି କରିଥିଲେ। ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ପର୍ଯ୍ୟନ୍ତ ମୁଲତବୀ କରିଥିଲେ। ପରେ ଗୃହକାର୍ଯ୍ୟ […]

ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି

ଭୁବନେଶ୍ବର: ନିଲମ୍ବିତ ୬ ବିଧାୟକଙ୍କ ସଭ୍ୟପଦ ରଦ୍ଧ ପାଇଁ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଯିବ ବିଜେଡି। ପ୍ରଥମେ ସଭ୍ୟପଦ ରଦ୍ଧ ପାଇଁ ବାଚସ୍ପତିଙ୍କ ଅବଗତ କରିବ ବିଜେଡ଼ି। ଆସନ୍ତା ୨ ଦିନ ମଧ୍ୟରେ ଏ ନେଇ […]

ବଦଳିଲେ SCB ର ଡିନ୍ ଓ ଅଧ୍ୟକ୍ଷା

କଟକ:ବଦଳିଲେ SCB ମେଡିକାଲ କଲେଜ ଡିନ ଓ ମେଡିକାଲ୍ ଅଧୀକ୍ଷକ। ପ୍ରତିଭା ପଣ୍ଡା ଏସସିବିର ଡିନ୍ ଏବଂ ଅଧ୍ୟକ୍ଷା ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରତିଭା ପଣ୍ଡା ବର୍ତ୍ତମାନ ବାରିପଦା ପିଆରଏମ ମେଡିକାଲ୍ କଲେଜ୍ ଡିନ, […]

ମୋବାଇଲ୍ ବ୍ୟବହାରରେ ଓଡିଶାର ସ୍ଥାନ ଷଷ୍ଠ

ଭୁବନେଶ୍ୱର: ବର୍ତ୍ତମାନ କୁନି ପିଲାଠାରୁ ଆରମ୍ଭ କରି ବୟସ୍କ ସମସ୍ତଙ୍କ ହାତରେ ମୋବାଇଲ ରହୁଛି । ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାଯାଇଛି ଯେ ଚଳିତବର୍ଷ ଜାନୁଆରି ମାସରେ […]

BJD ଛାଡ଼ିଲେ ଆଉ ୨ ନେତା

ଭୁବନେଶ୍ୱର: ସୁବାସିନୀ ଜେନାଙ୍କୁ ସସପେଣ୍ଡ ପରେ ଦଳ ଛାଡ଼ିଲେ ତୃଣମୂଳ ନେତା। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା, ଛାତ୍ର ସଭାପତି ସୁଶାନ୍ତ ବେହେରା ଦେଇଛନ୍ତି ଇସ୍ତଫା। ଉଭୟ ସଭାପତି ପଦ ସହ ବିଜେଡିର […]

ବିଜେଡିରୁ ୬ ବିଧାୟକ ନିଲମ୍ବିତ

ଭୁବନେଶ୍ୱର: ଶନିବାର ରାଜ୍ୟସଭା ନିର୍ବାଚନରେ କ୍ରସଭୋଟିଂ କରିଥିବା ୬ ଜଣ ବିଜେଡ଼ି ବିଧାୟକଙ୍କୁ ଦଳରୁ ନିଲମ୍ବନ କରାଯାଇଛି। ବିଧାୟକ ଚକ୍ରମଣି କହଁର, ନବକିଶୋର ମଲ୍ଲିକ, ସୌଭିକ ବିଶ୍ୱାଳ, ସୁଭାଷିନୀ ଜେନା, ରମାକାନ୍ତ ଭୋଇ ଓ […]

୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଉଦଯାପିତ:୫ ଟି ସ୍ବର୍ଣ୍ଣ ସହିତ ୧୭ଟି ପଦକ ପାଇଲା ଓଡିଶା

ଭୁବନେଶ୍ୱର: ଶନିବାର ଦିନ ୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ କଳିଙ୍ଗ ଷ୍ଟାଡିଅମ ଠାରେ ଉଦଯାପିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମସ୍ତ ବିଜେତା ଆଥଲେଟ ମାନଙ୍କୁ ପୁରସ୍କୃତ କରିବା ସହିତ […]

ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ

ଭୁବନେଶ୍ୱର: ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ମିଳିଛି ହତ୍ୟା ଧମକ। ଖଣି ମାଫିଆଙ୍କ ବିରୋଧରେ ସଭା କରିଥିବାରୁ ଧମକପୂର୍ଣ୍ଣ ମେସେଜ୍ ଆସୁଛି। ଭୁବନେଶ୍ବର ଆସିଲେ ଜୀବନରୁ ମାରିଦେବାକୁ ଦୁର୍ବୃତ୍ତ ଧମକ ଦେଇଥିବା ଅଭିଯୋଗ […]

ଓଡ଼ିଆ ଖାଦ୍ୟ ‘ପଖାଳ’ ର ସ୍ଥାନ ଗିନିଜ୍‌ ୱାର୍ଲ୍ଡ ରେକର୍ଡ୍ସରେ

ଭୁବନେଶ୍ୱର: ପଖାଳ ଦିବସର ମୂଳ ଲକ୍ଷ୍ୟ ହେଉଛି ଓଡ଼ିଆ ଖାଦ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା। ଆଜିକାଲିର ପାଶ୍ଚାତ୍ୟ ଖାଦ୍ୟ ସଂସ୍କୃତି ଭିତରେ ଆମର ଏହି ପାରମ୍ପରିକ ଖାଦ୍ୟ ଯେପରି ହଜି ନଯାଏ, ସେଥିପାଇଁ ଏହି […]