ଭୁବନେଶ୍ୱର: କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରେ ପରଲୋକ ଘଟିଛି । ତାଙ୍କ ମୃତ୍ୟୁ ଖବର ପାଇ ବାସଭବନକୁ ବିଜେପିର ବହୁ ନେତା ଓ ମୁଖ୍ୟମନ୍ତ୍ରୀ ପହଞ୍ଚି ଶେଷ […]
Category: ରାଜ୍ୟ
ମହୋଦଧିରେ ଭାସିଆସିଲେ ମହାପ୍ରଭୁ
ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତିମୂର୍ତ୍ତି ସମୁଦ୍ର ବେଳାଭୂମିକୁ ଭାସି ଆସିଛି । ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇ କୋଟିକୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ପହଞ୍ଚାଇଛି। ସମୁଦ୍ର ଭିତରେ ମହାପ୍ରଭୁ […]
ବି.ଜେ.ବି ସ୍ଵୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍ ମାଷ୍ଟର୍ ଅଫ ସାଇନ୍ସ ଇନ୍ ଇଲେକ୍ଟ୍ରୋନିକ୍ସ ଆଣ୍ଡ ଟେଲିକମ୍ୟୁନିକେସନ ବିଭାଗ ପକ୍ଷରୁ ଛାତ୍ର-ଛାତ୍ରୀ ମାନଙ୍କୁ ସଶକ୍ତ କରିବା ପାଇଁ ଦକ୍ଷତା ନିର୍ମାଣ କର୍ମଶାଳା ଆୟୋଜିତ
ଭୁବନେଶ୍ଵର, ୨୪ ଡିସେମ୍ବର ୨୦୨୫, – ଭୁବନେଶ୍ଵର ବି.ଜେ.ବି ସ୍ଵୟଂଶାସିତ ମହାବିଦ୍ୟାଳୟର ଏଲୋକ୍ଟ୍ରୋନିକ୍ସ ବିଭାଗ ପକ୍ଷରୁ ୨୪ ଡିସେମ୍ବର ୨୦୨୫ ରେ “Exploring Generative AI Models using Azure Open AI”, ଶୀର୍ଷକ […]
ଅନୁ ଗର୍ଗ ହେଲେ ଓଡିଶା ର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ବରିଷ୍ଠ ପ୍ରଶାସନିକ ଅଧିକାରୀ ଅନୁ ଗର୍ଗ ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ନୂଆ ବର୍ଷରୁ ଦାୟିତ୍ଵ ଗ୍ରହଣ କରିବେ ଅନୁ ଗର୍ଗ। ୧୯୯୧ ବ୍ୟାଚର ଆଇଏଏସ ଅଫିସର ଅନୁ ବର୍ତ୍ତମାନ […]
କ୍ୟାବିନେଟ ବୈଠକ ରେ ୧୦ ଟି ପ୍ରସ୍ତାବକୁ ମୋହର
ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟର ୩୩ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି।କ୍ୟାବିନେଟ ବୈଠକରେ ମୋଟ ୭ଟି ବିଭାଗର ୧୦ଟି ପ୍ରସ୍ତାବ […]
ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ଶୀତକାଳୀନ ଛୁଟି ଘୋଷଣା
ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟଙ୍କ ପକ୍ଷରୁ ଡିସେମ୍ବର ୨୫ ତାରିଖରୁ ଶୀତକାଳୀନ ଛୁଟି ଘୋଷଣା କରାଯାଇଛି। ୫ ଜାନୁଆରି ୨୦୨୬ ସୋମବାର ଠାରୁ କୋର୍ଟ ପୂର୍ଣ୍ଣାଙ୍ଗ ଭାବରେ କାର୍ଯ୍ୟ ଆରମ୍ଭ କରିବେ। ଜାରି ହୋଇଥିବା ଏକ […]
ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା ନିଷ୍ପତ୍ତି ଫେବୃଆରୀ ପହିଲାକୁ ଘୁଞ୍ଚିଲା
ଭୁବନେଶ୍ୱର: ଗାଡିର ପିୟୁସିସି ସମୟସୀମାକୁ ବୃଦ୍ଧି କରାଯାଇଛି । ଫେବୃଆରୀ ପହିଲା ଯାଏଁ ଗାଡିର ବୈଧ କାଗଜପତ୍ର କରାଇନେବାକୁ ପରାମର୍ଶ ଦିଆଯାଇଛି। ଏହି ଅବଧି ଭିତରେ RC, ଫିଟନେସ୍, ପିୟୁସି, ବୀମା ଆଦି କରାଇନେବାକୁ […]
ଆଇଟିଆଇରେ ଉତ୍କର୍ଷ କେନ୍ଦ୍ର କରିବା ପାଇଁ ୨୦୦ କୋଟି ମଞ୍ଜୁର
ଭୁବନେଶ୍ୱର: ରାଜ୍ୟରେ ଥିବା ପ୍ରତି ଆଇଟିଆଇରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର । ରୋବେଟିକ୍ସ, କୃତ୍ରିମ ବୁଦ୍ଧିମତା (ଏଆଇ) ଭଳି ନୂତନ ପାଠ୍ୟକ୍ରମକୁ ସାମିଲ କରାଯିବ । ଏଥିରେ ଛାତ୍ରଛାତ୍ରୀଙ୍କୁ ତାଲିମ ପ୍ରଦାନ କରାଯିବ […]
ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା
ପୁରୀ: ଖ୍ରୀଷ୍ଟମାସ ଛୁଟି ଏବଂ ନୂଆ ବର୍ଷରେ ଶ୍ରୀ ମନ୍ଦିରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ […]
ରାଜ୍ୟର ୭ଟି ମେଡିକାଲ କଲେଜରେ ଆଟେଣ୍ଡାଣ୍ଟଙ୍କ ପାଇଁ ହେବ ବିଶ୍ରାମ ଗୃହ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିନ ଲୋକସେବା ଭବନ ଠାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ।ରାଜ୍ୟର ସର୍ବବୃହତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ […]
