ଭୁବନେଶ୍ୱର: ଜାତୀୟ ଶିକ୍ଷା ନୀତି ଅନୁସାରେ ଏଥର ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ରହିଛି ପାସଫେଲ ବ୍ୟବସ୍ଥା । ପ୍ରଥମ ଥର ପାଇଁ ଏଥର ଅଷ୍ଟମ ଶ୍ରେଣୀରେ ଛାତ୍ରଛାତ୍ରୀ ଦେଇଛନ୍ତି ବୋର୍ଡ ପରୀକ୍ଷା । […]
Category: ରାଜ୍ୟ
ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ତଦନ୍ତ ଗୁଡିକୁ ଶୀଘ୍ର ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶ […]
ସଚିବାଳୟରେ ବଡ଼ବାବୁଙ୍କ ପଦବୀ ସହ ଖାଲି ପଡ଼ିଛି ଅନେକ ପଦବୀ
ଭୁବନେଶ୍ୱର: ଓଡ଼ିଶା ଲୋକସେବା ଭବନରେ ବଡ଼ ବାବୁଙ୍କ ପଦବୀ ଖାଲି ପଡିଛି। ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି। ଉତ୍ତରରେ ମୁଖ୍ୟମନ୍ତ୍ରୀ କହିଥିଲେ, ସଚିବାଳୟର ବିଭିନ୍ନ […]
ନବୋଦୟ ବିଦ୍ୟାଳୟର ୩ ଜଣ କର୍ମଚାରୀ ନିଲମ୍ବିତ
କୋରାପୁଟ: କୋଲାବ ଜଳଭଣ୍ଡାରରେ ୩ ଜଣ ଛାତ୍ର ବୁଡ଼ିଯାଇ ମୃତ୍ୟୁ ହେବା ଘଟଣାରେ କର୍ତ୍ତୃପକ୍ଷ ନବୋଦୟ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ସେମାନେ ହେଲେ ପଦାର୍ଥ ବିଜ୍ଞାନ ଶିକ୍ଷକ ଚମନ୍ କୁମାର, କ୍ରୀଡ଼ା […]
ଓଡିଶାକୁ ଦୁର୍ନୀତି ମୁକ୍ତ କରିବାକୁ ମନ୍ତ୍ରୀଙ୍କ ଚେତାବନୀ
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ ଦୁର୍ନୀତି ବୃଦ୍ଧି ପାଉଛି। ବିଶେଷ କରି ସରକାରୀ କର୍ମଚାରୀଙ୍କ କ୍ଷେତ୍ରରେ ଅଧିକ ପରିଲକ୍ଷିତ ହେଉଛି। ତେଣୁ ସବୁବେଳେ ସରକାରୀ କାର୍ଯ୍ୟରେ କୌଣସି ପ୍ରକାର ଦୁର୍ନୀତି ନକରିବାକୁ ନିର୍ଦ୍ଦେଶ ଦିଆଯାଉଛି। […]
ସମ୍ବଲପୁରରେ ପ୍ରତିଷ୍ଠା ହେବ ସିଜିଏଚ୍ଏସ୍ ହେଲଥ୍ ୱେଲନେସ୍ ସେଣ୍ଟର
ସମ୍ବଲପୁର: ସମ୍ବଲପୁରରେ ସିଜିଏଚ୍ଏସ୍ ହେଲଥ୍ ୱେଲନେସ୍ ସେଣ୍ଟର ପ୍ରତିଷ୍ଠା ପାଇଁ କେନ୍ଦ୍ରରୁ ମିଳିଲା ଅନୁମତି।ଧର୍ମେନ୍ଦ୍ର ପ୍ରଧାନ ଗତ ୮ ସେପ୍ଟେମ୍ବର ୨୦୨୫ରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡାଙ୍କୁ ପତ୍ର ଲେଖି ସମ୍ବଲପୁରରେ ଏକ […]
ପୋକ୍ସୋ ଆଇନ ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଦେଲେ ଓଡ଼ିଶା ହାଇକୋର୍ଟ
କଟକ: ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ କରିବା ମଧ୍ୟ ଯୌନ ନିର୍ଯାତନା ବୋଲି କହିଛନ୍ତି ହାଇକୋର୍ଟ । ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଜଣେ ନାବାଳିକାଙ୍କ ବକ୍ଷୋଜକୁ ସ୍ପର୍ଶ କରିବା ପୋକ୍ସୋ ଆାଇନ ଅନୁଯାୟୀ […]
ସିଏମ୍ସି ପାଇଁ ୧୨ଶହ ୬୮କୋଟିର ବଜେଟ୍
କଟକ: ଏଥର କଟକ ମହାନଗର ନିଗମର ବଜେଟ ବୃହତ ହୋଇଛି । ୧୨ ଶହ ୬୮ କୋଟି ଟଙ୍କାର ବଜେଟ ପ୍ରସ୍ତୁତ ହୋଇଛି । ଯାହା ଆଜି କାଉନସିଲ ବୈଠକରେ ଉପସ୍ଥାପିତ ହୋଇଛି । […]
ପ୍ରଥମ ଥର ରାଜ୍ୟ ବାହାରେ ହେବ ‘ଓଡ଼ିଶା ଉତ୍ସବ’
ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପ୍ରଚାର ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗ କୋଲକାତାରେ ପ୍ରଥମ ଥର ପାଇଁ ଓଡ଼ିଶା ଉତ୍ସବ ଆୟୋଜନ କରିବ। […]
ଜଳସଂପଦ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କେନ୍ଦ୍ରାପଡା: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ଘରେ ଭିଜିଲାନ୍ସ ରେଡ୍। ପୂର୍ବରୁ ପ୍ରମୋଦ ରାୟ କେନ୍ଦ୍ରାପଡା ଇନ୍ଦୁପୁର ସ୍ଥିତ ଜଳସମ୍ପଦ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ […]
