ଭୁବନେଶ୍ୱର: ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅଡୁଆରେ ପଡ଼ିଲେ ମହମ୍ମଦ ମୋକିମ୍। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ପ୍ରସ୍ତାବକୁ AICCର ଅନୁମୋଦନ। ଏନେଇ ଏକ୍ସରେ କଂଗ୍ରେସ ପ୍ରଦେଶ କମିଟି ପକ୍ଷରୁ ସୂଚନା ମିଳିଛି […]
Category: ରାଜ୍ୟ
ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ୨ଯବାନ ଆହତ
ରାଉରକେଲା: ଆଜି ସନ୍ଧ୍ୟାରେ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ, ଖଞ୍ଜାଯାଇଥିବା ଏକ ଇମ୍ପ୍ରୋଭାଇଜଡ୍ ଏକ୍ସପ୍ଲୋସିଭ୍ ଡିଭାଇସ୍ (ଆଇଇଡି) ବିସ୍ଫୋରଣ ହୋଇଥିଲା। ଏହି ଘଟଣାରେ ସିଆରପିଏଫର କୋବ୍ରା ବାଟାଲିୟନର ଦୁଇ ଜଣ ଯବାନ […]
ସ୍କୁଲ ବସ୍ ଖସିଲା ନଦୀକୁ
ମଧ୍ୟପ୍ରଦେଶ: ଜୋହର ଗାଁ ନିକଟରେ ଏକ ସ୍କୁଲ ବସ୍ ନଦୀକୁ ଖସିପଡ଼ିବାରୁ ଅନେକ ପିଲା ଆହତ ହୋଇଥିଲେ। ସେଥି ମଧ୍ୟରୁ ୬ ଜଣ ଗୁରୁତର ଥିବା ଜଣାପଡିଥିଲା । ଖବର ଅନୁସାରେ, ଆଜି ସକାଳ […]
ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ପ୍ରଥମ ବୈଠକ ହେବ ଆସନ୍ତା ୨୨ରେ
ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆସନ୍ତା ୨୨ ତାରିଖ ଅପରାହ୍ଣ ୪ଟାରେ ମହାନଦୀ ଜଳ ବିବାଦର ପ୍ରଥମ ବୈଠକ ଅନୁଷ୍ଠିତ ହେବ। ଏଥିରେ କମିଟିର ସମସ୍ତ ସଦସ୍ୟ ଉପସ୍ଥିତ […]
ଛାତ୍ରଙ୍କ ପକେଟରୁ ବାହାରିଲା ବନ୍ଧୁକ
କେନ୍ଦ୍ରାପଡା: ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ନିକଟରୁ ଏକ ବନ୍ଧୁକ ଜବତ ହୋଇଛି। ଏହି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲ୍ଲାର କୁଦାନଗରୀ ଥାନା କୋରୁଆ ସରକାରୀ ହାଇସ୍କୁଲ ଭିତରେ। ମିଳିଥିବା ଖବର ଅନୁସାରେ, […]
ଆସନ୍ତା କାଲି ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ
କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ […]
ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ ଉଦଘାଟିତ
କୋଣାର୍କ:ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ମାଇଲଖୁଣ୍ଟ ସ୍ଥାପନ କରି ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ […]
କଂଗ୍ରେସର ଆପୋଷ ବିବାଦର ସମାଧାନ ହେବ ଦିଲ୍ଲୀରେ
ଭୁବନେଶ୍ୱର: କଂଗ୍ରେସର ପରିଚାଳନା ନେଇ ଅସନ୍ତୋଷ ପ୍ରକାଶ କରି ଦଳର ନେତ୍ରୀ ସୋନିଆ ଗାନ୍ଧୀଙ୍କ ନିକଟକୁ ଚିଠି ଲେଖିଥିଲେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ୍ । ଏହାକୁ ନେଇ ଅଧିକାଂଶ ନେତା ଏନେଇ […]
ନାବାଳିକାକୁ ଦୁଷ୍କର୍ମ କରି ଘର ମାଲିକ ଗିରଫ, ରାଜଧାନୀ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଥମୁ ନାହିଁ ଦୁଷ୍କର୍ମ । ପୁଣି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡ଼ିତାଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଗତକାଲି ବାପା […]
ରାଜଧାନୀର ସତ୍ୟବିହାର ସ୍ଥିତ ନୋ ଲିମିଟ୍ ବାର୍ରେ ଭୟଙ୍କର ଅଗ୍ନିକାଣ୍ଡ
ଭୁବନେଶ୍ୱର: ଭୁବନେଶ୍ୱର ସତ୍ୟବିହାର ସ୍ଥିତ ନୋ ଲିମିଟ୍ ବାର୍ରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ଘଟିଛି। ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ହୋଟେଲ୍ ପାରାଡାଇଜ୍ ରେ ଅଗ୍ନିକାଣ୍ଡ ଘଟିବା ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀମାନେ […]
