ଆଣ୍ଟିବାୟୋଟିକ ଉପରେ ଲଗାମ ପାଇଁ ଆସିବ ସ୍ୱତନ୍ତ୍ର ଆପ୍‌,ପ୍ରେସକ୍ରିପସନକୁ କରାଯିବ ଡିଜିଟାଲାଇଜେସନ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଣ୍ଟିବାୟୋଟିକ ର ବହୁଳ ବ୍ୟବହାର ଉପରେ ରୋକ ଲଗାଇବାକୁ ଏକ ସ୍ୱତନ୍ତ୍ର ଆପ୍‌ ଆଣୁଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏଥିପାଇଁ ଡାକ୍ତର ଲେଖୁଥିବା ପ୍ରେସକ୍ରିପସନକୁ କରାଯିବ ସମ୍ପୂର୍ଣ୍ଣ ଡିଜିଟାଲାଇଜେସନ । ଏହାଦ୍ୱାରା […]

ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬’ ଅନୁଷ୍ଠିତ

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ କନଭେନସନ୍ ସେଣ୍ଟର ଅଡିଟୋରିୟମ୍ ରେ ‘ଓଡ଼ିଶା ଅର୍ବାନ୍ କନକ୍ଲେଭ-୨୦୨୬’ ଅନୁଷ୍ଠିତ ହୋଇଛି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ଏହି ସମୀକ୍ଷା ଓ ଦିଗଦର୍ଶନ କାର୍ଯ୍ୟକ୍ରମରେ ରାଜ୍ୟର […]

ହାଇୱା ଧକ୍କାରେ ମହିଳା ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଧଉଳି ଲିଙ୍ଗିପୁର ଟ୍ରାଫିକ୍ ଛକରେ ଏକ ସ୍କୁଟିରେ ଯାଉଥିବା ଜଣେ ମହିଳାଙ୍କୁ ଏକ ହାଇୱା ଧକ୍କା ଦେବା ପରେ ତାଙ୍କ ଡାହାଣ ଗୋଡ଼ ଉପରେ ଚଢ଼ିଯାଇଥିବା ଅଭିଯୋଗ ହୋଇଛି। ଦୁର୍ଘଟଣାରେ ମହିଳା ଜଣକ […]

ବ୍ଲୁ ଲେକ୍‌ରେ ଅଘଟଣ: ୨୪ ଘଣ୍ଟା ପରେ ୨ ଛାତ୍ରଙ୍କ ମୃତଦେହ ଉଦ୍ଧାର

ନୀଳଗିରି: ନୀଳଗିରି ଥାନା ଅନ୍ତର୍ଗତ ମିତ୍ରପୁର ନିକଟସ୍ଥ ବ୍ଲୁ ଲେକ୍‌ରେ ଘଟିଥିବା ଘଟଣାର ଦୀର୍ଘ ୨୪ ଘଣ୍ଟାର ଉଦ୍ଧାର କାର୍ଯ୍ୟ ପରେ ଗଭୀର ପାଣିରୁ ନିଖୋଜ ଦୁଇ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। […]

ହତ୍ୟା ପରେ ମୋବାଇଲ୍‌ ଟ୍ରାକିଂରୁ ମିଳିଲା ଫେରାର ହେବାର ସୁରାକ

ତାମିଲନାଡୁ: ତାମିଲନାଡୁ ଏକ୍ସପ୍ରେସ୍‌ରୁ ଏକ ସୁଟକେସ୍‌ ଭିତରେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ମିଳିବା ଘଟଣାରେ ବଡ଼ ସୁରାକ ମିଳିଛି। ଏହି ହତ୍ୟାକାଣ୍ଡରେ ଓଡ଼ିଶାର ଜଣେ ସନ୍ଦିଗ୍ଧ ଦମ୍ପତିଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି। ସୂଚନା […]

ପାରାଦୀପରୁ ବାହାରିଥିବା ଜାହାଜ ବଙ୍ଗୋପ ସାଗର ରେ ନିଖୋଜ

ପାରାଦୀପ: ପାରାଦୀପ ଉପକୂଳରୁ ପ୍ରାୟ ୨୪୦ ନଟିକାଲ୍ ମାଇଲ୍ ଦୂର ବଙ୍ଗୋପସାଗରରେ ୨୪ ଜଣ ନାବିକଙ୍କୁ ନେଇ ଯାଉଥିବା ‘MV Ocean Winner’ ନାମକ ପାନାମା-ଫ୍ଲାଗଡ୍ ମାଲବାହୀ ଜାହାଜ ସମୁଦ୍ର ମଧ୍ୟରେ ବୁଡ଼ିଯାଇଛି। ଶୁକ୍ରବାର […]

ମହାନଦୀରୁ ଦୁଇ ନାବାଳିକାଙ୍କୁ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ଚଢେଇପଙ୍କ ବ୍ରିଜ୍‌ ଉପରୁ ମହାନଦୀକୁ ଦୁଇ ଜଣ ନାବାଳିକା ଡେଇଁପଡ଼ିଥିବା ଖବର ସାମ୍ନାକୁ ଆସିଛି। ତେବେ ସ୍ଥାନୀୟ ଲୋକ ଓ ଅଗ୍ନିଶମ ବାହିନୀର ତତ୍କାଳ ପଦକ୍ଷେପ ଯୋଗୁଁ […]

୪ ବରିଷ୍ଠ ଅଧିକାରୀଙ୍କୁ ୪ ବନ୍ୟା ପ୍ରଭାବିତ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସ୍ଥିତିର ନିରନ୍ତର ତଦାରଖ ଓ ଆବଶ୍ୟକ ସହାୟତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ୪ ଜଣ ବରିଷ୍ଠ ଅଧିକାରୀ ମାନଙ୍କୁ ବିଭିନ୍ନ […]

ଅନଲାଇନ୍ ଅଟୋ ସଂଘର ସଭାପତି ଦୀନବନ୍ଧୁ ନାୟକଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ।

ଭୁବନେଶ୍ୱର: ମାଷ୍ଟରକ୍ୟାଣ୍ଟିନ ଛକରେ ଅନଲାଇନ୍‌ ଗାଡ଼ି ଚାଳକ ସଂଘର ହିଂସାତ୍ମକ ଆନ୍ଦୋଳନ ଘଟଣାରେ କମିଶନରେଟ୍ ପୋଲିସ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏହି ଘଟଣାରେ ଖାରବେଳନଗର ଥାନା ପୋଲିସ ଗତକାଲି […]

ଜିଲ୍ଲା ଏସ୍‌ପି ଓ ରେଞ୍ଜ ଆଇଜି/ଡିଆଇଜିଙ୍କ ସହ ଡିଜିପିଙ୍କ ଭିଡିଓ କନ୍‌ଫରେନ୍ସିଂ ବୈଠକ

କଟକ:ଆଜି ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ରାଜ୍ୟର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ […]