ଭୁବନେଶ୍ୱର: ଏଣିକି କଲେଜରେ ଯଦି କେବେ ଖଟି କରିବାର ପ୍ରମାଣ ମିଳେ ତେବେ ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । କଠୋର କାର୍ଯ୍ୟାନୁଷ୍ଠାନ ସହ ବନ୍ଦ ହୋଇପାରେ ଦରମା। ଉଚ୍ଚ ଶିକ୍ଷା […]
Category: ରାଜ୍ୟ
ସମ୍ ନର୍ସିଂ କଲେଜ ପକ୍ଷରୁ ବିଏସ୍ସି ନର୍ସିଂ ଏବଂ ଜିଏନ୍ଏମ୍ର ନୂତନ ଛାତ୍ରଛାତ୍ରୀଙ୍କ ବାର୍ଷିକ ଉତ୍ସବ ‘ରିଦିମ୍ -୨୦୨୬’
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍ଏନ୍ସି)ର ୨୦୨୫-୨୬ ବ୍ୟାଚ୍ର ପ୍ରଥମ ବର୍ଷ ବିଏସ୍ସି ନର୍ସିଂ ଏବଂ ଜିଏନ୍ଏମ୍ ଛାତ୍ରଛାତ୍ରୀମାନଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଓ କଲେଜର ବାର୍ଷିକ […]
ସିଏମ୍ସି କାଉନସିଲ୍ ବୈଠକରେ ହଟ୍ଟଗୋଳ
କଟକ: CMC ବୈଠକ ରେ ପ୍ରବଳ ହୋ-ହଲ୍ଲା ଓ ହଟ୍ଟଗୋଳ ହେବାରୁ ବୈଠକ ଅଧାରୁ ପଳାଇଲେ ମେୟର ଓ କମିଶନର। କଟକ ମହାନଗର ନିଗମର ଆଜି ୩୮ ତମ କାଉନସିଲ ବୈଠକ ହୋଇଥିବା ବେଳେ […]
ସରକାରୀ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ପାଳନକୁ କଢ଼ା ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ସମସ୍ତ ସରକାରୀ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ସମ୍ପର୍କିତ ନିୟମକୁ ସଠିକ୍ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ […]
ଅଡୁଆରେ ପୁରୀ ଜିଲ୍ଲାପାଳ..
ପୁରୀ: ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି ମାନ୍ୟବର କୋର୍ଟ। ପ୍ରସ୍ତାବିତ କୋଣାର୍କ ବାଲୁଖଣ୍ଡ […]
ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶକୁ ଅସିଦ୍ଧ ଘୋଷଣା କଲେ ଓଡିଶା ହାଇକୋର୍ଟ
କଟକ : ରାଜ୍ୟ ସରକାରଙ୍କ ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶକୁ ଅସିଦ୍ଧ ଘୋଷଣା କରିଛନ୍ତି ଓଡିଶା ହାଇକୋର୍ଟ । ମାନ୍ୟବର ବିଚାରପତି ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କ ଏଭଳି […]
ଦୁର୍ଘଟଣାରେ ୨୮ଜଣ ଯବାନ ଆହତ
କେନ୍ଦୁଝର: ଆଜି ସକାଳେ ଓଡିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ ଯବାନଙ୍କୁ ନେଇ ଯାଉଥିବା ଏକ ବସ୍ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ୫୨୦ ନମ୍ବର ଜାତୀୟ ରାଜପଥ ତଡୁଆବାହାଲ ନିକଟରେ ଦୁର୍ଘଟଣାଗସ୍ତ ହୋଇଛି । […]
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ
ଭୁବନେଶ୍ୱର: ଗୁରୁବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି […]
ଲାଞ୍ଚ ନେଇ ଧରା ପଡିଲେ SCB ମେଡିକାଲ ର ଆସୋସିଏଟ୍ ପ୍ରଫେସର
ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରା ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା […]
ଓମଫେଡ୍ ବୁଥରେ ଗୁଟ୍ଖା ବିକିଲେ ଲାଇସେନ୍ସ ହେବ ବାତିଲ :ବିଏମ୍ସି
ଭୁବନେଶ୍ୱର:ଭୁବନେଶ୍ଵର ମହାନଗର ନିଗମ ଅଂଚଳାଧିନରେ ରହିଥିବା ଭେଣ୍ଡିଂ ଜୋନ୍ ଓ ଓମ୍ଫେଡ୍ ବୁଥ୍ ରେ ନିଶା ଦ୍ରବ୍ୟ ଯେପରିକି ଗୁଟଖା, ସିଗେରେଟ, ପାନ ବିକ୍ରି କଲେ ବ୍ୟବସାୟୀଙ୍କ ଉପରେ ବିଏମସି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ […]
