କୋଣାର୍କ: ଏଥର ପବିତ୍ର ମାଘ ସପ୍ତମୀ ରେ ୩ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇବା ଅନୁମାନ କରାଯାଉଛି । ପୂର୍ବ ରାତିରୁ ଚନ୍ଦ୍ରଭାଗା ମେଳା ପଡ଼ିଆକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । […]
Category: ରାଜ୍ୟ
ରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତ : ୭ ଲକ୍ଷ ଚାଷୀଙ୍କ ଠାରୁ ଧାନ ସଂଗ୍ରହ ଓ ୭୯୧୪ କୋଟି ଦେୟ ପ୍ରଦାନ
ଭୁବନେଶ୍ୱର:ଚଳିତ ଖରିଫ ଋତୁରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରିତ ଭାବେ ଜାରି ରହିଛି । ଆଜି ସୁଦ୍ଧା, ରାଜ୍ୟର ୬ ଲକ୍ଷ ୯୩ ହଜାର ୯୭ ଜଣ ଚାଷୀଙ୍କଠାରୁ […]
କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ରେ ଉପ ରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ୍।
କଟକ: ବିମାନବନ୍ଦରରେ ଉପରାଷ୍ଟ୍ରପତି ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପତି। ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ […]
ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା
ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର। ବଢିଲା ମାସିକ ଭତ୍ତା। ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ […]
ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡିଶା ସମେତ ୧୦ ଟି ରାଜ୍ୟରେ ୩୭ ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସବୁ ଆସନଗୁଡିକ ଆସନ୍ତା ଏପ୍ରିଲ ମାସରେ […]
ନିଶା ଦ୍ରବ୍ୟ ଉତ୍ପାଦନ ଓ ବିକ୍ରି ଉପରେ ପ୍ରତିବନ୍ଧକ ଲଗାଇଲେ ରାଜ୍ୟ ସରକାର
ଭୁବନେଶ୍ୱର: ପାନ ମସଲା, ଜର୍ଦ୍ଦା, ଖଇନି ଓ ତମ୍ବାକୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବାଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କଲେ ରାଜ୍ୟ […]
ଶ୍ରୀମନ୍ଦିରକୁ ଉଡ଼ାଇ ଦେବାକୁ ଧମକପୂର୍ଣ୍ଣ ପୋଷ୍ଟ କରିଥିବା ଯୁବକ ଗିରଫ
ପୁରୀ: ଶ୍ରୀମନ୍ଦିରକୁ ଉଡ଼ାଇ ଦେବାକୁ ଧମକପୂର୍ଣ୍ଣ ପୋଷ୍ଟ କରିଥିବା ଯୁବକଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତଙ୍କ ନାମ ପ୍ରତୀକ ମିଶ୍ର ବୋଲି ଜଣା ପଡିଛି । ସୂଚନା ଅନୁଯାଇ ଜଣେ ମହିଳାଙ୍କୁ ପ୍ରେମ ନିବେଦନ […]
ଖଣି ଦୁର୍ନୀତି ମାମଲାରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍
କଟକ: ସାରା ରାଜ୍ୟରେ ବେଆଇନ ଖଣି ଖନନର ସ୍ଥିତି ସମ୍ପର୍କରେ ସବିଶେଷ ତଥ୍ୟ ସହିତ ଏହାକୁ ରୋକିବାକୁ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେ ନେଇ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି […]
ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ହତ୍ୟା ଧମକ
ଭୁବନେଶ୍ୱର: ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ସୋସିଆଲ ମିଡ଼ିଆ ଫେସବୁକରେ ଏମିତି କିଛି ଧମକ ଆସିଛି ଯାହାକି ଏବେ ସବୁ ଆଡ଼େ ହଇଚଇ ସୃଷ୍ଟି କରିଛି। ”୭୩୨୬୮୦୩୯୫୨କୁ ୧୦ ଲକ୍ଷ ଟଙ୍କା ପଠାଅ । […]
ଆରମ୍ଭ ହେବ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’
ଭୁବନେଶ୍ୱର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆଜି ଠାରୁ ଆରମ୍ଭ ହେବାକୁ ଯାଉଛି। ତିନିଦିନ ଧରି ଜନତା ମଇଦାନରେ ଏହି ସମାବେଶ ଚାଲିବ। ମତ୍ସ୍ୟଚାଷୀ ଓ ପ୍ରାଣୀପାଳକଙ୍କ ପାଇଁ ଏହି ସମାବେଶ ସଚେତନତା ଓ […]
