ଝାରସୁଗୁଡା: ନୂଆ ଷ୍ଟେଟ୍ ଅଫ୍ ଆର୍ଟ କୋଇଲା ବାଷ୍ପୀକରଣ ୟୁନିଟ ସ୍ଥାପନ ହେବାକୁ ଯାଉଛି ଝାରସୁଗୁଡା ଜିଲ୍ଲାର ଲଖନପୁରରେ। ଏଥିଲାଗି ଭାରତ ହେଭି ଇଲେକ୍ଟ୍ରିକାଲସ ଲିମିଟେଡ (ବିଏଚ୍ଇଏଲ୍)କୁ ୫୪୦୦ କୋଟିର ଇଞ୍ଜିନିୟରିଂ, ପ୍ରକ୍ୟୋରମେଣ୍ଟ ଏବଂ […]
Category: ରାଜ୍ୟ
୧୦ ବିଧାୟକଙ୍କ ସହିତ ଆଲୋଚନା ପରେ ପରାମର୍ଶ ଦେଲେ ନବୀନ ପଟ୍ଟନାୟକ
ଭୁବନେଶ୍ଵର: ସୋମବାର ସନ୍ଧ୍ୟାରେ ନବୀନ ନିବାସରେ ଶ୍ରୀ ନବୀନ ପଟ୍ଟନାୟକ ବିଜେଡିର ୧୦ ଜଣ ବିଧାୟକଙ୍କ ସହ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ ଓ ସଂଗଠନ ସମ୍ପର୍କରେ ଆଲୋଚନା କରିଛନ୍ତି। ବିଧାୟକମାନଙ୍କ ନିର୍ବାଚନ ମଣ୍ଡଳୀର […]
ଓଡ଼ିଶାର ବିଧାନସଭା ସିଟ୍ କ୍ଷମତା ୨୦୦କୁ ବଢିବ; ମୁଖ୍ୟମନ୍ତ୍ରୀଙ୍କ ସୂଚନା
ଭୁବନେଶ୍ୱର: ନୂଆ ବିଧାନସଭା ଗୃହ ଭତ୍ତିପ୍ରସ୍ତର ସ୍ଥାପନ ଅବସରରେ ଓଡ଼ିଶା ବିଧାନସଭାର ସିଟ୍ ସଂଖ୍ୟା ୧୪୭ରୁ ୨୦୦ ହୋଇପାରେ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭାରେ ବର୍ତ୍ତମାନ ୧୪୭ ସିଟ୍ […]
ଗୋଟିଏ ସ୍ଥାନରେ ରହିବ ବିଧାନସଭା ଓ ଲୋକସେବା ଭବନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କେନ୍ଦ୍ର ଏଣିକି ଗୋଟିଏ ସ୍ଥାନରେ ରହିବ। ପ୍ରାୟ ୭୧.୧୩ ଏକର ଜମିରେ […]
ନିଃସ୍ୱାର୍ଥ ଦାତବ୍ୟ ଟ୍ରଷ୍ଟ ପକ୍ଷରୁ ବୃକ୍ଷ ରୋପଣ ଏବଂ ରକ୍ତଦାନ ଶିବିର ଅନୁଷ୍ଠିତ
ଭୁବନେଶ୍ୱର: ଭୂବନେଶ୍ୱର ଉପକଣ୍ଠ କେଶୁରା, ଆଶୁତୋଷ ନଗର ସ୍ଥିତ କମ୍ୟୁନିଟି ହଲ ଠାରେ “ନିଃସ୍ୱାର୍ଥ ଦାତବ୍ୟ ଟ୍ରଷ୍ଟ” ଆନୁକୂଲ୍ୟ ରେ ସକାଳ 10 ଘଟିକା ସମୟରେ ଏକ ସାମାଜିକ ତଥା ସମାଜସେବା କାର୍ଯ୍ୟକ୍ରମ ଅନୁଷ୍ଠିତ […]
ସମ୍ବଲପୁରବାସୀଙ୍କ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ସମ୍ବଲପୁର: ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର […]
ସରପଞ୍ଚଙ୍କ ପାଇଁ ଓଡ଼ିଆ ପଢ଼ିବା ଓ ଲେଖିବା ଜରୁରୀ: ହାଇକୋର୍ଟଙ୍କ ରାୟ
କଟକ: ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ । ଗ୍ରାମ ପଞ୍ଚାୟତରେ ସରପଞ୍ଚ ଏକ ଗୁରୁତ୍ୱପୂର୍ଣ୍ଣ ପଦବି । ସରପଞ୍ଚଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼େ । […]
ଚାର୍ଟର୍ ବିମାନ ଦୁର୍ଘଟଣାର ହେବ ତଦନ୍ତ
ଭୁବନେଶ୍ୱର: ଚାର୍ଟର୍ ବିମାନ ଦୁର୍ଘଟଣାକୁ ନେଇ ‘ମେ ଡେ’ କଲ୍ କରିଥିଲେ ବୋଲି କହିଛନ୍ତି ନିର୍ଦ୍ଦେଶକ । ନିର୍ଦ୍ଦେଶକଙ୍କ ସୂଚନା ଅନୁଯାଇ ଚାର୍ଟର୍ ବିମାନ (VT-KSS) ଅପରାହ୍ନ ୧୨:୨୭ ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ […]
ରାଉରକେଲାରେ ବିମାନ ଦୁର୍ଘଟଣା
ରାଉରକେଲା: ରଘୁନାଥପାଲିରେ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ। ଜରୁରୀ ଅବତରଣ ବେଳେ କଂସର ଅଞ୍ଚଳରେ ବିମାନ କ୍ରାସ୍। ପାଇଲଟଙ୍କ ସହ ୬ ଗୁରୁତର। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, […]
ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ଵର : ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଉଠାଇଲେ ଏଣିକି କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ରାସନ କାର୍ଡରେ ଥିବା ସଦସ୍ୟଙ୍କ ମୃତ୍ୟୁ ସଂପର୍କିତ ତଥ୍ୟ ଲୁଚାଇ ପିଡିଏସ ସାମଗ୍ରୀ ଉଠାଇଲେ ଦେଢଗୁଣା ଅର୍ଥ ଆଦାୟ କରାଯିବ। […]
