ନୂଆପଡ଼ା ବିଧାନସଭା ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଙ୍କ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ବିଧାନସଭା ମଣ୍ଡଳୀରେ ଉପ-ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବହାଦୁର ଖୁରାନିଆ ପୋଲିସ ମୁଖ୍ୟାଳୟ ଠାରେ ପୋଲିସ୍ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତିକୁ […]

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା;ବିକ୍ରମ ପଣ୍ଡାଙ୍କୁ ଅଜ୍ଞାତ ସ୍ଥାନରେ ଜେରା

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କୁ ପଚରାଉଚରା । ବ୍ରହ୍ମପୁରର ପୂର୍ବତନ ବିଧାୟକ ତଥା ଜ଼ିଲ୍ଲା ସଭାପତି ବିକ୍ରମ ପଣ୍ଡାଙ୍କୁ ପୋଲିସ ତାଙ୍କ ଘରୁ ଉଠାଇ ନେଇଛି । ମଙ୍ଗଳବାର ବିଳମ୍ବିତ […]

ନିଶା ନିବାରଣ କେନ୍ଦ୍ରରେ ଅଘଟଣ: ଯୁବକ ମୃତ

କଟକ: ମାନସିକ ଦୁଶ୍ଚିନ୍ତାରେ ଥିଲେ ସୌମ୍ୟ । ସେଥିପାଇଁ ସେ ମାନସିକା ଚାପରୁ ମୁକ୍ତ ହେବାକୁ ନିଶା ନିବାରଣ କେନ୍ଦ୍ରକୁ ଆସିଥିଲେ । ଶେଷରେ ଯୁବକ ଜଣକ ଶବ ହୋଇ ଫେରିଛନ୍ତି । ପୁଅକୁ […]

ଟ୍ବିନ୍ ସିଟିରେ ଦୀପାବଳି ବଢାଇଲା ପ୍ରଦୂଷଣ

ଭୁବନେଶ୍ୱର: ଦୀପାବଳି ପାଳନ ପରେ ଭୁବନେଶ୍ୱରରେ ପ୍ରଦୂଷଣର ମାତ୍ରା ବଢିଯାଇଛି। କାରଣ ଗତକାଲି ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସ୍ତର ବଢିଯାଇଛି। ପ୍ରବଳ ବାଣଫୁଟାଇବା ଯୋଗୁଁ ଖସିଛି ଭୁବନେଶ୍ବର-କଟକ ଏୟାର କ୍ବାଲିଟି ଇନଡେକ୍ଟ । ରାତି […]

ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ଶେଷ

ନୂଆପଡା: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ୨୦ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ […]

ନାମାଙ୍କନ ଭରିଲେ BJD ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆ

ନୂଆପଡା: ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆଙ୍କ ନାମାଙ୍କନ ପତ୍ର ଦାଖଲ କରାଯାଇଛି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । […]

କଳିଙ୍ଗା ଘାଟିରେ ବାଇପାସ୍ ରାସ୍ତା ପ୍ରସ୍ତାବ

ଉଦୟଗିରି: କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁଁ ୩୪ ଦିନ ହେଲା ଯାତାୟାତ ବାଧାପ୍ରାପ୍ତ ହେବାରୁ ସ୍ଥାନୀୟ ଲୋକେ ଅସୁବିଧା ଭୋଗୁଛନ୍ତି। ଜରୁରୀକାଳୀନ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିଲେ ମଧ୍ୟ ଏଯାବତ ଯାତାୟାତ ସମ୍ଭବ ହୋଇପାରିନାହିଁ। […]

୨୧ ତାରିଖ ବେଳକୁ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି ଗଞ୍ଜାମ ଜିଲ୍ଲାରେ । ୬୧.୨ ମିଲିମିଟର ରେକର୍ଡ କରାଯାଇଛି […]

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୪୭୧ଟି ଗ୍ରାମ ପଞ୍ଚାୟତର ଭିତ୍ତି ପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଆଜି ଲୋକସେବା ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭିସି ମାଧ୍ୟମରେ ରାଜ୍ୟରେ ୪୭୧ ଟି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଅନ୍ତ୍ୟୋଦୟ ଗୃହ ଯୋଜନାର ପ୍ରଥମ […]

ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ବଡ଼ବଡ଼ିଆ ଡାକିବେ: ସୁରକ୍ଷା ପାଇଁ ପୋଲିସ ଫୋର୍ସ ମୁତୟନ ହେବେ

ପୁରୀ : ଆସନ୍ତାକାଲି ପବିତ୍ର ଦୀପାବଳି ବା ପୟାଶ୍ରାଦ୍ଧ। ଶ୍ରୀକ୍ଷେତ୍ରରେ କାଉଁରିଆ କାଠି ଜାଳି ବଡ଼ବଡ଼ିଆ ଡାକିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପ୍ରବଳ ଭକ୍ତଙ୍କ ସମାଗମ ହେବ । ଭକ୍ତଙ୍କ ସୁରକ୍ଷା, ଶୃଙ୍ଖଳିତ […]