ଭୁବନେଶ୍ୱର: ନୂଆପଡ଼ା ରାଜନୀତିରେ ବିଜେଡିକୁ ଶକ୍ତ ଝଟ୍କା ଲାଗିଛି । ବିଜେଡ଼ି ଛାଡି ବିଜେପିରେ ମିଶିଛନ୍ତି ବିଜେଡ଼ିର ବରିଷ୍ଠ ନେତା ଲମ୍ବୋଦର ନିଆଲ । କଳାହାଣ୍ଡି ଲୋକସଭା ଆସନରୁ ବିଜେଡି ଟିକେଟ୍ରେ ଲଢ଼ିଥିଲେ । […]
Category: ରାଜ୍ୟ
ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ଦୀପାବଳି ଭେଟି
ଭୁବନେଶ୍ୱର: ରାଜ୍ୟ ସରକାର ସରକାରୀ କର୍ମଚାରୀମାନଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ମହଙ୍ଗା ଭତ୍ତା ୩ ପ୍ରତିଶତ ବଢ଼ିଛି । ବର୍ତ୍ତମାନ ମିଳୁଥିବା ୫୫ ପ୍ରତିଶତରୁ ମହଙ୍ଗା ଭତ୍ତା ବଢ଼ି ୫୮ ପ୍ରତିଶତ […]
ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଫୋନ୍ କରି ଜନ୍ମଦିନର ଶୁଭେଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହାସହ ନବୀନଙ୍କ ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା […]
ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ।
ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ପ୍ରାର୍ଥୀ ଘୋଷଣା କରିଛି। ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଭାବେ ଘୋଷଣା […]
ପୁଣି ଇସ୍କନର ମନମାନି; ପାଳିଲା ଅଦିନିଆ ରଥଯାତ୍ରା
ପୁରୀ: ବାରମ୍ବାର ବାରଣ ସତ୍ତ୍ବେ ମାନୁନି ଇସ୍କନ । ଗତ ୭ ତାରିଖରେ ଋଷିକେଶରେ ଅଦିନିଆ ରଥଯାତ୍ରା ପାଳନ କରିଛି ଇସ୍କନ । ଯାହାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବା ପରେ […]
ଓଡ଼ିଶା ଗସ୍ତରେ ହରିଆଣାର ବିଧାନସଭାର ପ୍ରତିନିଧିମଣ୍ଡଳୀ
ଭୁବନେଶ୍ୱର:ହରିଆଣା ବିଧାନସଭାର ଶିକ୍ଷା, ବୈଷୟିକ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା, ମେଡ଼ିକାଲ ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ସବ୍ଜେକଫ କମିଟିର ଅଧ୍ୟକ୍ଷ ଶ୍ରୀ ରାମ କୁମାର କାଶ୍ୟପଙ୍କ ଅଧ୍ୟକ୍ଷତାରେ ଏକ ୧୧ ଜଣିଆ ସଦସ୍ୟଦଳ ଓଡ଼ିଶା ଗସ୍ତରେ […]
ରାସନକାର୍ଡ ହିତାଧିକାରୀମାନଙ୍କର ବଢିପାରେ ଚାଉଳର ପରିମାଣ
ଭୁବନେଶ୍ୱର: ରାସନକାର୍ଡ ହିତାଧିକାରୀଙ୍କୁ ଅଧିକ ୫ କେଜି ଚାଉଳ ଦେବାକୁ ବିଚାର କରୁଛନ୍ତି ରାଜ୍ୟ ସରକାର । ଏ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିବାନୁସରେ […]
୨୧ ନୁହେଁ ୨୦ରେ ପାଳନ ହେବ ଦୀପାବଳି, ସ୍ପଷ୍ଟ କଲେ ମୁକ୍ତିମଣ୍ଡପ ପଣ୍ଡିତ
ପୁରୀ: ଆସନ୍ତା ୨୧ ମଙ୍ଗଳବାର ପରିବର୍ତ୍ତେ ୨୦ ତାରିଖ ସୋମବାର ଦିନ ଦୀପାବଳି ପାଳନ ହେବ । ଆଜି ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପଣ୍ଡିତ ମହାସଭା ସ୍ପଷ୍ଟ କରିଛି । ପୂର୍ବରୁ ଦୀପାବଳି […]
ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା କୋଟି କୋଟି ଟଙ୍କା ସାମଗ୍ରୀ
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଟାଉନ ଥାନା ସିନେମା ଛକରେ ୪ମହଲା ଷ୍ଟେସନାରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିବାରୁ କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଛି । ଆଜି ଭୋର ସମୟରେ ଏହି ଅଗ୍ନିକାଣ୍ଡ […]
ଆର୍ଥିକ ଶୃଙ୍ଖଳାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶାର ପଦକ୍ଷେପ: ଆଉ ୧୦ଟି ବିଭାଗରେ ଆଭ୍ୟନ୍ତରୀଣ ଅଡିଟ୍ ୱିଙ୍ଗ ସୃଷ୍ଟି
ଭୁବନେଶ୍ୱର: ଓଡିଶା ସରକାରଙ୍କ ଏକ ଅବିଚ୍ଛେଦ୍ୟ ଅଙ୍ଗ, ଆଭ୍ୟନ୍ତରୀଣ ଅଡିଟ୍, ଓଡ଼ିଶା ସଚିବାଳୟର ୨୮ଟି ପ୍ରଶାସନିକ ବିଭାଗରେ କାର୍ଯ୍ୟ କରୁଛି । ଏହା ପବ୍ଲିକ ମନିର ପ୍ରହରୀ ଭାବରେ କାର୍ଯ୍ୟ କରେ ଏବଂ ରାଜ୍ୟ […]
