ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶକୁ ଅସିଦ୍ଧ ଘୋଷଣା କଲେ ଓଡିଶା ହାଇକୋର୍ଟ

କଟକ : ରାଜ୍ୟ ସରକାରଙ୍କ ଏସସି, ଏସଟି ପଦୋନ୍ନତି ସଂରକ୍ଷଣ ନିର୍ଦ୍ଦେଶକୁ ଅସିଦ୍ଧ ଘୋଷଣା କରିଛନ୍ତି ଓଡିଶା ହାଇକୋର୍ଟ । ମାନ୍ୟବର ବିଚାରପତି ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀଙ୍କୁ ନେଇ ଗଠିତ ଖଣ୍ଡପୀଠଙ୍କ ଏଭଳି […]

ଦୁର୍ଘଟଣାରେ ୨୮ଜଣ ଯବାନ ଆହତ

କେନ୍ଦୁଝର: ଆଜି ସକାଳେ ଓଡିଶା ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ ଯବାନଙ୍କୁ ନେଇ ଯାଉଥିବା ଏକ ବସ୍ କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ୫୨୦ ନମ୍ବର ଜାତୀୟ ରାଜପଥ ତଡୁଆବାହାଲ ନିକଟରେ ଦୁର୍ଘଟଣାଗସ୍ତ ହୋଇଛି । […]

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ

ଭୁବନେଶ୍ୱର: ଗୁରୁବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜ୍ଞ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି […]

ଲାଞ୍ଚ ନେଇ ଧରା ପଡିଲେ SCB ମେଡିକାଲ ର ଆସୋସିଏଟ୍‌ ପ୍ରଫେସର

ଭୁବନେଶ୍ୱର: ଭିଜିଲାନ୍ସ ହାତରେ ଧରା ପଡିଲେ ଏସସିବି ମେଡିକାଲର ଡାକ୍ତର ସନାତନ ବେହେରା। ଚିକିତ୍ସା ସରଞ୍ଜାମ ଯୋଗାଉଥିବା ବିଡରଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ ଧରାପଡିଲେ। ଗୁରୁବାର ଅପରାହ୍ନରେ ତାଙ୍କ ନିକଟରୁ ୨,୬୩,୦୦୦ ଟଙ୍କା […]

ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଲାଇସେନ୍ସ ହେବ ବାତିଲ :ବିଏମ୍‌ସି

ଭୁବନେଶ୍ୱର:ଭୁବନେଶ୍ଵର ମହାନଗର ନିଗମ ଅଂଚଳାଧିନରେ ରହିଥିବା ଭେଣ୍ଡିଂ ଜୋନ୍ ଓ ଓମ୍ଫେଡ୍ ବୁଥ୍ ରେ ନିଶା ଦ୍ରବ୍ୟ ଯେପରିକି ଗୁଟଖା, ସିଗେରେଟ, ପାନ ବିକ୍ରି କଲେ ବ୍ୟବସାୟୀଙ୍କ ଉପରେ ବିଏମସି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ […]

ବନ୍ଦ ପାଳନ ବିଫଳ ବୋଲି କହିଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର:ନବ ନିର୍ମାଣ କୃଷକ ସଂଗଠନ ଓଡ଼ିଶା ବନ୍ଦ ଡାକରାକୁ ବିଫଳ ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀକହିଛନ୍ତି ଯୋଗାଣ ମନ୍ତ୍ରୀ । ରାଜ୍ୟର କୌଣସି ଜାଗାରେ ବି କୃଷକ ତାଙ୍କ ସହ ବାହାରି ନାହାଁନ୍ତି । […]

ଯାଜପୁର ମଞ୍ଚରେ ଏକାଠି ନଜର ଆସିଲେ ବିଜୟ, ଆମର ଓ ସୌମ୍ୟ

ଯାଜପୁର: ଗୋଟିଏ ମଞ୍ଚରେ ଏକାଠି ହୋଇଛନ୍ତି ବିଜୟ, ସୌମ୍ୟ ଓ ଅମର। ଏକାଠି ହେବା ପରେ ଚର୍ଚ୍ଚା ଜୋରଦାର ହୋଇଛି। ଖାସ୍ କରି ଯାଜପୁର ରାଜାନୀତିରେ ଅନେକ କଳ୍ପନା । ମଞ୍ଚରେ ବିଜୟ ମହାପାତ୍ର, […]

ଆସନ୍ତାକାଲି ସକାଳ ୬ରୁ ଅପରାହ୍ନ ୨ଟା ଯାଏ ଓଡ଼ିଶା ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ନବନିର୍ମାଣ କୃଷକ ସଂଗଠନ ସହ ନବନିର୍ମାଣ ଯୁବଛାତ୍ର ସଂଗଠନ ମଧ୍ୟ ଏହି ବନ୍ଦ ଡାକରାରେ ସାମିଲ ହୋଇଛି । […]

ଆସନ୍ତା ୨ରୁ ବିଜେଡି କରିବ ବିକ୍ଷୋଭ

ଭୁବନେଶ୍ୱର: ଆସନ୍ତା ୨ରୁ ବିଜେଡି କରିବ ବିକ୍ଷୋଭ l ରାଜ୍ୟରେ ଚାଷୀ ସମସ୍ୟା ଓ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ସ୍ଥିତି ପ୍ରସଙ୍ଗରେ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ବିଜେଡି ଅଭିଯୋଗ କରିଛି ଯେ ବିଜେପିର ପ୍ରତିଶ୍ରୁତିର […]

ଜାତୀୟ ପତାକା ଖୋଲିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଛାତ୍ରଙ୍କ ମୃତ୍ୟୁ

କୁଜଙ୍ଗ: ଜାତୀୟ ପତାକା ଖୋଲିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣକ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ତେରଗାଁର ଓମ ପ୍ରକାଶ ଦ୍ବିବେଦୀ। ଓମ […]