ଉଷା ପାଢ଼ୀଙ୍କୁ ହାଇକୋର୍ଟଙ୍କ ହାଜିରା ନିର୍ଦ୍ଦେଶ

କଟକ: ହାଇକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ। ଅଦାଲତ ଅବମାନନା ଅଭିଯୋଗରେ ସଚିବ ଉଷା ପାଢ଼ୀଙ୍କ ସମେତ ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ ବିହାରୀ ସ୍ବାଇଁ, ଟାଉନ […]

କଂଗ୍ରେସରୁ ଇସ୍ତଫା ଦେଲେ ୪୧ ନେତା

ଭୁବନେଶ୍ୱର: ମହମ୍ମଦ ମୋକିମ୍‌ ଙ୍କ ସମର୍ଥକ ସମୂହ ଇସ୍ତଫା ଦେଇଛନ୍ତି। ରାଜ୍ୟ ରାଜନୀତିରେ ସବୁବେଳେ ଚର୍ଚ୍ଚାରେ ରହିଥାଏ କଂଗ୍ରେସର ବିବାଦ । ଦଳର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଦଳରୁ ନିଲମ୍ବିତ ହେଲା ଦିନରୁ […]

ସରିଲା ରଥକାଠ ଅନୁକୂଳ

ପୁରୀ : ପରମ୍ପରା ଅନୁସାରେ ଶ୍ରୀପଞ୍ଚମୀ ଅବସରରେ କରାଯାଇଛି ରଥକାଠ ପୂଜାର୍ଚ୍ଚନା। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନିରଥ ପାଇଁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଗଜପତି ମହାରାଜାଙ୍କ ରାଜଗୁରୁ ଓ ପୁରୋହିତଙ୍କ […]

ଆଲୋଚନା ପରେ ଧର୍ମଘଟ ଡାକରା ପ୍ରତ୍ୟାହୃତ କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ବସ୍‌ ସେବା ସଂପ୍ରସାରଣକୁ ବିରୋଧ କରି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆ ଯାଇଥିଲା। ହେଲେ ଆଲୋଚନା ପରେ ବସ ଧର୍ମଘଟରୁ ଓହରିବ ବୋଲି ସଂଘ ନିଷ୍ପତ୍ତି […]

ଧାନ ସଂଗ୍ରହର ଅଭାବନୀୟ ପରିସ୍ଥିତି ପାଇଁ ରାଜ୍ୟ ସରକାରଙ୍କୁ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର: ବିରୋଧୀ ଦଳ ବିଜେଡି ଧାନ ସଂଗ୍ରହର ଅଭାବନୀୟ ପରିସ୍ଥିତି ପାଇଁ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଛି lଓଡ଼ିଶାର ଚାଷୀମାନେ ଧାନ ସଂଗ୍ରହର ଏକ ଦୁର୍ଭାଗ୍ୟଜନକ ପରିସ୍ଥିତି ଦେଇ ଗତି କରୁଛନ୍ତି, ଯାହା […]

ଜିଲ୍ଲାପାଳ ଓ ଉପମୁଖ୍ୟମନ୍ତ୍ରୀଙ୍କ କଡ଼ା ସୁରକ୍ଷାରେ ଚନ୍ଦ୍ରଭାଗା ମାଘ ସପ୍ତମୀ ବୁଡ଼

କୋଣାର୍କ: ଏଥର ପବିତ୍ର ମାଘ ସପ୍ତମୀ ରେ ୩ ଲକ୍ଷରୁ ଅଧିକ ଶ୍ରଦ୍ଧାଳୁ ବୁଡ଼ ପକାଇବା ଅନୁମାନ କରାଯାଉଛି । ପୂର୍ବ ରାତିରୁ ଚନ୍ଦ୍ରଭାଗା ମେଳା ପଡ଼ିଆକୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ । […]

ରାଜ୍ୟର ସମସ୍ତ ଜିଲ୍ଲାରେ ଧାନ ସଂଗ୍ରହ ତ୍ୱରାନ୍ୱିତ : ୭ ଲକ୍ଷ ଚାଷୀଙ୍କ ଠାରୁ ଧାନ ସଂଗ୍ରହ ଓ ୭୯୧୪ କୋଟି ଦେୟ ପ୍ରଦାନ

ଭୁବନେଶ୍ୱର:ଚଳିତ ଖରିଫ ଋତୁରେ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରିତ ଭାବେ ଜାରି ରହିଛି । ଆଜି ସୁଦ୍ଧା, ରାଜ୍ୟର ୬ ଲକ୍ଷ ୯୩ ହଜାର ୯୭ ଜଣ ଚାଷୀଙ୍କଠାରୁ […]

କଟକ ଓଡ଼ିଆ ବଜାର ସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ସଂଗ୍ରହାଳୟ ରେ ଉପ ରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ୍।

କଟକ: ବିମାନବନ୍ଦରରେ ଉପରାଷ୍ଟ୍ରପତି ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପତି। ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନଙ୍କୁ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ […]

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା

ଭୁବନେଶ୍ୱର: ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀଙ୍କ ପାଇଁ ଖୁସି ଖବର। ବଢିଲା ମାସିକ ଭତ୍ତା। ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ […]

ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ପାଇଁ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଓଡିଶା ସମେତ ୧୦ ଟି ରାଜ୍ୟରେ ୩୭ ଟି ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି ସବୁ ଆସନଗୁଡିକ ଆସନ୍ତା ଏପ୍ରିଲ ମାସରେ […]