ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ, ସୋମବାର କଟକ ବନ୍ଦ ଡାକରା ଦେଲା ବିଶ୍ଵ ହିନ୍ଦୁ ପରିଷଦ ।

କଟକ:କଟକ ଦରଘା ବଜାରରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ ଘଟଣାରେ ଆସନ୍ତା ସୋମବାର କଟକ ବନ୍ଦ ଡାକରା ଦେଇଛି ବିଶ୍ଵ ହିନ୍ଦୁ ପରିଷଦ । ପୋଲିସ ଓ ଜିଲ୍ଲା ପ୍ରଶାସନର ବିଫଳତାକୁ ଦାୟୀ କରାଯାଇଛି […]

ମହିଳାଙ୍କୁ ଅପହରଣ ଘଟଣା: ଅଭିଯୁକ୍ତ ଟ୍ରକ ଡ୍ରାଇଭର ଗିରଫ

ଜାତୀୟ ରାଜପଥ ଚରମ୍ପା ନିକଟରେ ବିଳମ୍ବିତ ରାତିରେ ମହିଳାଙ୍କୁ ଟ୍ରକ୍ ଡ୍ରାଇଭର ଅପହରଣ ଘଟଣା । ଅପହୃତା ମହିଳାଙ୍କୁ କେନ୍ଦୁଝର ଆନନ୍ଦପୁର ବରପଦାରୁ ଉଦ୍ଧାର କରି ଡାକ୍ତରୀ ମାଇନା ପାଇଁ ପଠାଇଲା ପୁଲିସ୍‌। ସେପଟେ […]

ଜେ. ପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ:ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ […]

ଏସ୍‍ଆଇ ଚାକିରି ଦୁର୍ନୀତି: ଆଉ ଦୁଇ ଜଣ ଗିରଫ

ଭୁବନେଶ୍ୱର:ପୋଲିସ ଏସ୍‍ଆଇ ଚାକିରି ଦୁର୍ନୀତି ମାମଲାରେ ଆଉ ଦୁଇ ଜଣଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ । ପୂର୍ବରୁ ୧୧୪ଜଣ ପରୀକ୍ଷାର୍ଥୀ ଓ ୩ଜଣ ଦଲାଲଙ୍କୁ […]

ଭସାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୬ ଗୁରୁତର

କଟକ :ଶୁକ୍ରବାର ବିଳମ୍ବିତ ରାତି ପ୍ରାୟ ସାଢ଼େ ଗୋଟାଏ ସମୟରେ ହାତୀପୋଖରୀ ନିକଟରେ ଭସାଣି ଯାତ୍ରା ସମୟ ରେ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇଛି। ଝାଞ୍ଜିରୀମଙ୍ଗଳା ଭାଗବତ ପୂଜା କମିଟି ମେଢ଼ ହାତୀପୋଖରୀ ଅତିକ୍ରମ […]

ରାଜ୍ୟକୁ ନାହିଁ ବନ୍ୟା ଆଶଙ୍କା

ଭୁବନେଶ୍ୱର:ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । କିନ୍ତୁ ବିଭିନ୍ନ ନଦୀରେ ଜଳ ସ୍ତର ସ୍ଥିର ରହିଛି । ରାଜ୍ୟରେ ୮୯ ବ୍ଲକରେ ବର୍ଷା ରେକର୍ଡ ହୋଇଥିବାବେଳେ ରାଜ୍ୟକୁ […]

ଗଜପତିରେ ବର୍ଷା ବିତ୍ପାତ,ମହେନ୍ଦ୍ରଗିରିରେ ଫସି ରହିଥିବା 24 ପର୍ଯ୍ୟଟକ ଉଦ୍ଧାର

ଗଜପତି:ଗତକାଲିର ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଜପତି ଜିଲ୍ଲାର ସ୍ଥିତି ସଂପୂର୍ଣ୍ଣ ବେହାଲ ହୋଇପଡିଛି । ଗୁରୁବାର ସକାଳ 9ଟାରୁ ଅପରାହ୍ନ 2ଟା ମଧ୍ୟରେ ଜିଲ୍ଲାରେ 1375ମିମି ବର୍ଷା ରେକର୍ଡ କରାଯାଇଛି । ତେଣୁ […]

ରାବଣପୋଡ଼ି ଉତ୍ସବରେ ଶତାଧିକ ମୋବାଇଲ୍‌ ଚୋରି

ଭୁବନେଶ୍ୱର:ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ବିଜୟା ଦଶମୀ ଅବସରରେ ବିଭିନ୍ନ ସ୍ଥାନରେ ରାବଣପୋଡ଼ି ଉତ୍ସବ ଆୟୋଜିତ ହୋଇଯାଇଛି। ଏହି ଉତ୍ସବରେ ବରମୁଣ୍ଡା ଦଶହରା ପଡ଼ିଆ ଅନ୍ୟତମ ଆକର୍ଷଣର କେନ୍ଦ୍ର ଥିଲା, ଯେଉଁଠାରେ ଏକ ୭୦ […]

ସ୍ତ୍ରୀଙ୍କୁ କୁରାଢ଼ିରେ ହାଣିଦେଲେ ଏବିଡିଓ

କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଡ଼ଅଁର ଗାଁରେ ଏକ ବଡ଼ ଅଘଟଣ ଘଟିଛି । ବିଜୟା ଦଶମୀରେ ସ୍ତ୍ରୀକୁ ହତ୍ୟା କରିଛନ୍ତି ଏବିଡ଼ିଓ । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଏବିଡ଼ିଓ ଦେବୀ ପ୍ରସାଦ […]

ଲଘୁଚାପ ବର୍ଷାରେ ଭାଙ୍ଗିଲା ତୋରଣ ୫ଆହତ:ବାଲିକୁଦା

ଜଗତସିଂହପୁର: ଲଘୁଚାପ ଜନିତ ଲଗାଣ ବର୍ଷା ଓ ପବନରେ ଭାଙ୍ଗିଲା ତୋରଣ । ଜଗତସିଂହପୁର ଜିଲ୍ଲା ବାଲିକୁଦା ବଜାରରେ ନିର୍ମାଣ ହୋଇଥିବା ଦୁର୍ଗାପୂଜା ତୋରଣ ଭାଙ୍ଗି ପଡ଼ିଛି । ଫଳରେ ୫ ଜଣ ଆହତ […]